matric exam center at own school

  • 3 years ago
#ଏଥର_ମାଟ୍ରିକ_ସେଣ୍ଟର_ନାହିଁ !
ଚଳିତବର୍ଷ କୋଭିଡ୍ ମହାମାରୀକୁ ଆଖି ଆଗରେ ରଖି ନିଜ ସ୍କୁଲରେ ମାଟ୍ରିକ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ପିଲାଙ୍କ ସ୍ୱାସ୍ଥ୍ୟକୁ ନଜରରେ ରଖି ଏହି ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର । ଏସମ୍ପର୍କରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଞ୍ଜନ ଦାସ୍ ।
#Odisha #MatricExam #boardexams2021 #SamirRanjanDash