ଶେଷ ମୁହୂର୍ତ୍ତରେ ବିଦ୍ରୋହକୁ ପ୍ରଶମିତ କରିବା ପାଇଁ ବିଧାୟକଙ୍କୁ ଆଗୁଆ ଟିକଟ ଥୋପ । ସାଧାରଣ ନିର୍ବାଚନକୁ ଆହୁରି ବର୍ଷେ ଥିବାବେଳେ ଏବେଠୁ ବିଜେଡିରେ ଟିକଟ୍ ପାଇଁ ଗ୍ରୀନ୍ ସିଗନାଲ୍ ମିଳିଥିବା ଚର୍ଚ୍ଚା ହେଉଛି । OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts. Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.