ଓଡ଼ିଶାରେ ଚାଲିଛି ଗୁଣ୍ଡାରାଜ ଶାସନ, ସରକାରରେ ବସିଛନ୍ତି ମାଫିଆ। ରାଜ୍ୟରେ ବଢ଼ିଛି ମହିଳା ବିରୋଧୀ ହିଂସା, ଆଉ ଏଠି ଖୋଦ ମନ୍ତ୍ରୀ ବି ସୁରକ୍ଷିତ ନୁହଁନ୍ତି । ଝାରସୁଗୁଡ଼ା ଉପନିର୍ବାଚନ ମୈଦାନକୁ ଓହ୍ଲାଇ ଆଜି ଶାସକ ଦଳ ଉପରେ ଏମିତି ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା । OdishaTV is Odisha's no 1 News Channel. OTV being the first private satellite TV channel in Odisha carries the onus of charting a course that behoves its pioneering efforts. Accordingly its charter objectives are FREE, FAIR and UNBIASED. OTV delivers reliable information across all platforms: TV, Internet and Mobile.