Skip to player
Skip to main content
Skip to footer
Search
Connect
Watch fullscreen
Like
Comments
Bookmark
Share
Add to Playlist
Report
ବାଲୁକା ଚିତ୍ରକଳାରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ
ETVBHARAT
Follow
1/8/2025
ପୁରୀ: ବାଲୁକା ଚିତ୍ରକଳାରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ । ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ୧୮ତମ ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ପ୍ରବାସୀ ଭାରତୀୟମାନଙ୍କୁ ସ୍ୱାଗତ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି ।୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ରାଜଧାନୀ ଭୁବନେଶ୍ୱର ସଜେଇ ହୋଇଥିବା ବେଳେ ପ୍ରବାସୀମାନେ ପୁରୀ, କଟକ, କେନ୍ଦ୍ରାପଡା ଆଦି ଜିଲ୍ଲାଗୁଡିକୁ ବୁଲିବାର କାର୍ଯ୍ୟକ୍ରମ ରହିଛି । ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରବାସୀ ଭାରତୀୟଙ୍କ ସ୍ୱାଗତ ଉଦ୍ଦେଶ୍ୟରେ ପୁରୀ ଲାଇଟ ହାଉସ ନିକଟସ୍ଥ ସ୍ୱର୍ଣ୍ଣାଭ ବେଳାଭୂମିରେ ବାଲୁକା ଚିତ୍ର ନିର୍ମାଣ କରାଯାଇଛି । ୬ଫୁଟ ଉଚ୍ଚତା, ୨୦ଫୁଟ ଓସାର ବିଶିଷ୍ଟ ଏହି କଳାରେ ୧୦ଟନ ବାଲି ଉପଯୋଗ କରାଯାଇଛି । ଏହାମଧ୍ୟ ପଢନ୍ତୁ...ମହାପ୍ରଭୁଙ୍କ ବଡ଼ସିଂହାର ବେଶ, ବାଲୁକା କଳାରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତପ୍ରବାସୀ ଭାରତୀୟ ମହାକୁମ୍ଭ ଆରମ୍ଭ, ମୁଖ୍ୟମନ୍ତ୍ରୀଙ୍କ ସମେତ ବୈଦେଶିକ ମନ୍ତ୍ରୀ ଉପସ୍ଥିତସଂଗ୍ରହାଳୟରେ ୯ ନୂଆ ଗ୍ୟାଲେରୀ, ପିଠା-ମିଠାର ମଜା ନେବେ ପ୍ରବାସୀକେନ୍ଦ୍ରାପଡାର ଏକାଧିକ ପର୍ଯ୍ୟଟନସ୍ଥଳୀ ବୁଲିବେ ପ୍ରବାସୀ ଭାରତୀୟ: ବିଜେପି
ଏହି ବାଲୁକା କଳାରେ ରାଜ୍ୟର କଳା ସଂସ୍କୃତି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଚିତ୍ର ରହିଛି । ଏହାକୁ ତିଆରି କରିବାକୁ ୭ ଘଣ୍ଟା ସମୟ ଲାଗିଥିବା କହିଛନ୍ତି ବାଲୁକା ଶିଳ୍ପୀ ମାନସ ସାହୁ । ଏହି କଳାରେ ସେ ପ୍ରବାସୀ ଭାରତୀୟମାନଙ୍କୁ ସ୍ୱାଗତର ବାର୍ତ୍ତା ଦେଇଛନ୍ତି ।ଇଟିଭି ଭାରତ, ପୁରୀ
Category
🗞
News
Transcript
Display full video transcript
00:00
🎵Outro music plays🎵
00:30
🎵Outro music plays🎵
01:00
Welcome to Wanderers Odisha
01:30
I would like to extend a hearty welcome to all of you who have come to watch this event.
01:36
It took me 7 hours to complete the sand sculpture.
01:40
I have used 10 tons of Kodiyaput Osara sand sculpture.
Recommended
1:11
|
Up next
ଝାରସୁଗୁଡ଼ାରେ ନେତାଜୀ ସୁଭାଷ ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମୋତ୍ସବ
ETVBHARAT
1/23/2025
2:53
'ତତେ ମାରିବ ଯିଏ ଗୋପପୁରରେ ବଢ଼ୁଛି ସିଏ' ବିଜୁଳିକନ୍ୟାର ଶୂନ୍ୟବାଣୀରେ ଥରହର କଂସ
ETVBHARAT
1/6/2025
3:00
ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ନୀଳମାଧବ
ETVBHARAT
1/13/2025
2:53
ବିଜୁଳିକନ୍ୟାର ଶୂନ୍ୟବାଣୀରେ ଥରହର କଂସ
ETVBHARAT
1/6/2025
2:28
ବ୍ରହ୍ମପୁର Mkcg ମେଡିକାଲ ପରିସରର ମେଡିସିନ ୱାର୍ଡରେ ନିଆଁ
ETVBHARAT
1/7/2025
2:53
ବାଲୁକାକଳାରେ ବିଶ୍ଵ ତମାଖୁ ବର୍ଜନ ଦିବସ ସଚେତନତା ବାର୍ତ୍ତା
ETVBHARAT
5/31/2025
2:24
ଚିନ୍ତା ବଢ଼ାଇଛି ପ୍ରଦୂଷଣ, ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇବାକୁ ଅନୁଗୋଳରୁ ସାଇକେଲ ଯାତ୍ରା
ETVBHARAT
1/15/2025
2:46
ନାଚୁଛି ମୁଁ ଆଜି କାଳିଆ ପାଇଁ....
ETVBHARAT
7/5/2025
2:45
ବାଲୁକା ଚିତ୍ରକଳାରେ ପ୍ଲାଷ୍ଟିକ ପ୍ରଦୂଷଣ ସଚେତନତା ବାର୍ତ୍ତା
ETVBHARAT
6/5/2025
3:34
ମହାପ୍ରଭୁଙ୍କ ପାଇଁ ହନୁମାନ ବେଶ, ଜୟ ଶ୍ରୀରାମ ଧ୍ବନୀରେ କମ୍ପିଲା ବଡ଼ଦାଣ୍ଡ
ETVBHARAT
6/11/2025
1:44
ମହାପ୍ରଭୁଙ୍କୁ ଦର୍ଶନ କଲେ ଆକାଶ ଅମ୍ବାନୀ
ETVBHARAT
5/29/2025
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
6/27/2025
2:51
କଳାହାଣ୍ଡିରେ ରାହାଗିରି ଉତ୍ସବ ଅନୁଷ୍ଠିତ
ETVBHARAT
1/12/2025
2:47
କମ୍ପାନୀକୁ ବିରୋଧ, ଝାରସୁଗୁଡ଼ା ଜିଲ୍ଲାପାଳ ଅଫିସ ଘେରାଉ କଲେ ଗ୍ରାମବାସୀ
ETVBHARAT
1/8/2025
1:51
ସ୍ୟାଣ୍ଡ ଆନିମେସନ ମାଧ୍ଯମରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କଲେ ବାଲୁକା ଶିଳ୍ପୀ
ETVBHARAT
1/10/2025
2:23
ଏସବିଆଇ ଏଟିଏମ ଭାଙ୍ଗି ଲୁଟିନେଲେ ଲକ୍ଷ ଲକ୍ଷ ଟଙ୍କା
ETVBHARAT
1/10/2025
4:03
ରଥଯାତ୍ରା 2025: ମହାପ୍ରଭୁଙ୍କ ପାଇଁ ଛାତ୍ର ଗଢିଦେଲେ 3 ରଥ
ETVBHARAT
6/9/2025
2:54
ସଡ଼କ ସୁରକ୍ଷାର ବାର୍ତ୍ତା ବାଣ୍ଟିଲେ ଶିଶୁ ସୈନିକ
ETVBHARAT
1/13/2025
3:53
ଗଣଦୁଷ୍କର୍ମ ପରେ ବଡ଼ ପଦକ୍ଷେପ, ଗୋପାଳପୁର ବେଳାଭୂମିରୁ ବିଚ୍ ସେକ୍ କ୍ୟାବିନ ହେବ ଉଚ୍ଛେଦ
ETVBHARAT
6/19/2025
2:51
ପୁରୀ ଗଜପତିଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହେଲା ପୁଷ୍ୟାଭିଷେକ
ETVBHARAT
1/16/2025
3:00
মিঞা স্বায়ত্ত শাসনৰ লগতে মিঞালেণ্ডৰ দাবী জনাম; উৰিয়ামঘাটত উচ্ছেদিতৰ হুংকাৰ
ETVBHARAT
today
0:43
हजारीबाग में तीन दिनों से बच्चों से ढुलवाई जा रही थीं ईंटें, निजी स्कूल संचालक पर आरोप
ETVBHARAT
today
0:59
पांचवीं कक्षा की छात्रा से छेड़छाड़ मामला में आरोपी विद्यालय सहायक गिरफ्तार
ETVBHARAT
today
0:28
સુરતમાં સોનાની સ્કીમના નામે ઠગાઈ: જ્વેલર્સના સાળા-બનેવીએ 39 લાખનો ચૂનો ચોપડ્યો, એક આરોપી ઝડપાયો
ETVBHARAT
today
0:17
તાપીના બુહારી ગામમાં બચ્ચાઓ સાથે દીપડી દેખાતા ગ્રામજનો ભયમાં, વન વિભાગે લોકોને કરી ખાસ અપીલ
ETVBHARAT
today