Skip to player
Skip to main content
Skip to footer
Search
Connect
Watch fullscreen
Like
Comments
Bookmark
Share
Add to Playlist
Report
ବାଲୁକାରେ ମହାପ୍ରଭୁଙ୍କ ପ୍ରତିକୃତି, ବାହୁଡା ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ETVBHARAT
Follow
7/5/2025
ପୁରୀ: ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରେ ଲୀଳାଖେଳା ସାରି ବଡ ଭାଇ ବଳଭଦ୍ର ଓ ସାନ ଭଉଣୀ ସୁଭଦ୍ରାଙ୍କୁ ସାଥିରେ ଧରି ଶ୍ରୀମନ୍ଦିର ଫେରିବେ ମହାପ୍ରଭୁ ଜଗନ୍ନାଥ । ତିନିଠାକୁରଙ୍କୁ କୋଳେଇ ନେବାକୁ ଶରଧାବାଲିରେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ଅପେକ୍ଷା କରିଛନ୍ତି । ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ବାରରେ ଦାରୁବ୍ରହ୍ମଙ୍କ ଅପେକ୍ଷାରେ ରହିଛନ୍ତି ତିନି ରଥ । ତିନିଠାକୁରଙ୍କୁ ରତ୍ନ ସିଂହାସନକୁ ପାଛୋଟି ଆଣିବାକୁ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଜମାଇଲେଣି । ପୁଷ୍ପମାଳାରେ ସୁସଜ୍ଜିତ ହୋଇଛି ମହାପ୍ରଭୁଙ୍କ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର । ଏହି ଅବସରରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ସମସ୍ତଙ୍କୁ ପବିତ୍ର ବାହୁଡ଼ା ଯାତ୍ରାର ଶୁଭକାମନା ଜଣାଇଛନ୍ତି । ପୁରୀ ବେଳାଭୂମିରେ ମହାପ୍ରଭୁଙ୍କ ସୁନ୍ଦର ବାଲୁକା ଚିତ୍ର କଳାକୃତି ଆଙ୍କି ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ଏହାକୁ ଦେଖିବାକୁ ପର୍ଯ୍ୟଟକ ବେଶ୍ ଭିଡ଼ ଜମିଛି । ଏହା ମଧ୍ୟ ପଢନ୍ତୁ: ବାହୁଡିବେ ଦାରୁଦିଅଁ; ଜନ୍ମବେଦୀରେ ସରିଲା ଲୀଳାଖେଳ, ଅପେକ୍ଷାରତ ତିନି ରଥ ଓ ଭକ୍ତପୁରୀ, ଇଟିଭି ଭାରତ
Category
🗞
News
Transcript
Display full video transcript
00:00
I don't know
Recommended
1:26
|
Up next
छत्तीसगढ़ हाईटेक चीटिंग केस, NSUI ने दोबारा इंजीनियर भर्ती परीक्षा की मांग की
ETVBHARAT
today
4:08
Explainer: तेजस्वी यादव को क्यों सता रहा 1 फीसदी वोट कटने का डर, जानिए क्या है 35 सीटों वाली कहानी?
ETVBHARAT
today
2:13
अमित शाह आ रहे हैं! जहां थी पीएम की सभा, वहीं करेंगे सहकार सम्मेलन का उद्घाटन
ETVBHARAT
today
2:32
हरिद्वार में राज्यपाल ने किया कांवड़ियों का स्वागत, अधिकारियों के साथ की कांवड़ मेले की समीक्षा बैठक
ETVBHARAT
today
1:46
ବାଲୁକା ଚିତ୍ରକଳାରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ
ETVBHARAT
1/8/2025
3:08
ଜୁଏଲ ଓରାମ ଙ୍କ ସହ 121
ETVBHARAT
1/9/2025
1:51
ସ୍ୟାଣ୍ଡ ଆନିମେସନ ମାଧ୍ଯମରେ ପ୍ରବାସୀ ଭାରତୀୟଙ୍କୁ ସ୍ବାଗତ କଲେ ବାଲୁକା ଶିଳ୍ପୀ
ETVBHARAT
1/10/2025
3:00
ସୁସ୍ଥ ହେଲେ ମହାପ୍ରଭୁ, ଶ୍ରୀନହରକୁ ରାଜପ୍ରସାଦ ବିଜେ ନୀତି
ETVBHARAT
6/23/2025
1:31
ନଦୀ ପାର ବେଳେ ଭାସିଗଲେ ହାତୀପଲ, ଉଦ୍ଧାର ପାଇଁ ନାକେଦମ୍ ବନବିଭାଗ
ETVBHARAT
7/7/2025
2:23
ଏସବିଆଇ ଏଟିଏମ ଭାଙ୍ଗି ଲୁଟିନେଲେ ଲକ୍ଷ ଲକ୍ଷ ଟଙ୍କା
ETVBHARAT
1/10/2025
2:54
ସଡ଼କ ସୁରକ୍ଷାର ବାର୍ତ୍ତା ବାଣ୍ଟିଲେ ଶିଶୁ ସୈନିକ
ETVBHARAT
1/13/2025
4:58
ରିଲିଜ ହେଲା ଓଡ଼ିଆ ଚଳଚ୍ଚିତ୍ର 'ରଙ୍ଗାଶୁର'
ETVBHARAT
1/12/2025
5:01
ବୌଦ୍ଧରେ ରଥଯାତ୍ରା; ବିଗ୍ରହଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼, ରଥ ଛୁଇଁଲେ କୁନି ଶିଶୁ
ETVBHARAT
6/27/2025
2:03
କାଦୁଅ ରାସ୍ତାରେ ଚାଲି ଚାଲି କନ୍ୟା ଘରେ ପହଞ୍ଚିଲା ବର, ଅଧାରେ ଅଟକିଲା ଡିଜେ ଗାଡି
ETVBHARAT
7/5/2025
3:00
ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ନୀଳମାଧବ
ETVBHARAT
1/13/2025
2:57
ଅରୁଆ ଚାଉଳରେ ମହାପ୍ରଭୁଙ୍କ ରଥ ଗଢି ପ୍ରଶଂସା ସାଉଁଟୁଛନ୍ତି ଅକ୍ଷୟ
ETVBHARAT
6/21/2025
2:51
ପୁରୀ ଗଜପତିଙ୍କ ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହେଲା ପୁଷ୍ୟାଭିଷେକ
ETVBHARAT
1/16/2025
1:43
ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ନେଇ ଉତ୍ସବମୁଖର, ନାଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ
ETVBHARAT
6/20/2025
2:47
କମ୍ପାନୀକୁ ବିରୋଧ, ଝାରସୁଗୁଡ଼ା ଜିଲ୍ଲାପାଳ ଅଫିସ ଘେରାଉ କଲେ ଗ୍ରାମବାସୀ
ETVBHARAT
1/8/2025
1:44
ମହାପ୍ରଭୁଙ୍କୁ ଦର୍ଶନ କଲେ ଆକାଶ ଅମ୍ବାନୀ
ETVBHARAT
5/29/2025
1:28
ରସଗୋଲା ଦିବସର ଶୁଭେଚ୍ଛା ଦେଲେ ସୁଦର୍ଶନ, ବାଲୁକାରେ ଗଢିଲେ ରସଗୋଲା ଭରା 100ଟି କୁଡୁଆ
ETVBHARAT
7/8/2025
1:54
ଶୁଣ୍ଠରେ ମଦ ପିଇବା ପାଇଁ ଚେଷ୍ଟା କରୁଛି ହାତୀ ଛୁଆ
ETVBHARAT
1/22/2025
2:28
ବ୍ରହ୍ମପୁର Mkcg ମେଡିକାଲ ପରିସରର ମେଡିସିନ ୱାର୍ଡରେ ନିଆଁ
ETVBHARAT
1/7/2025
4:20
ମାତା ପାର୍ବତୀଙ୍କ ପିତା ହେଲେ ଦିନମଜୁରିଆ ଜୟଦେବ, ଖୁସିରେ ନାଚୁଛି ଟୁଟୁସିଙ୍ଗା
ETVBHARAT
5/31/2025
2:25
भांग की खेती का मसौदा तैयार, कैबिनट में अंतिम मंजूरी के लिए भेजा जाएगा प्रस्ताव, स्वीकृति मिलते ही किसानों को दिए जाएंगे लाइसेंस
ETVBHARAT
today